ଲକ୍‌ଡାଉନ୍‌: ଆଗଭଳି ଚାଲିଛି ଶିଳ୍ପସଂସ୍ଥା

ପାରାଦୀପ, ୨୯।୩ (ସ୍ବ.ପ୍ର.)-କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ପାରାଦୀପରେ ଏହାର ପ୍ରଭାବ ଦେଖିବାକୁ ମିଳୁନି। ପାରାଦୀପର ବିଭିନ୍ନ ଶିଳ୍ପ ସଂସ୍ଥା ଚାଲୁ ରହିଥିବା ବେଳେ ଏଠାକୁ ଶ୍ରମିକମାନେ ଯା’ଆସ କରୁଛନ୍ତି। ତେବେ ବିଭିନ୍ନ ଶିଳ୍ପ ସଂସ୍ଥାର ଉତ୍ପାଦନ ଜାରି ରହିବା ସହ ପଣ୍ୟ କାରବାର ହେଉଥିବାରୁ ଏ ନେଇ ଆଦର୍ଶ ଥାନାରେ ଏକ ମାମଲା ୫୫/୨୦ ରୁଜୁ ହୋଇଛି। ଲକ୍‌ଡାଉନ୍‌ ଯୋଗୁ କେବଳ ବଜାର ବନ୍ଦ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଯଥା- ଔଷଧ, ତେଜରାତି, ମାଛ, ମାଂସ ଆଦି ଦୋକାନା ଖୋଲା ରହିଥିବା ଦଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?