ଲକ୍‌ଡାଉନ୍‌: ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ର ୧୦୦ ଯୁବତୀ: ଫେରାଇ ନେବାକୁ ରାଜ୍ୟ ସରକାରଙ୍କୁ କଲେ ନିବେଦନ

ସୁନ୍ଦରଗଡ଼,୪ା୫(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ସୁନ୍ଦରଗଡ଼ ଜିଲାର ୧୦୦ଜଣ ଯୁବତୀ। ଏହି ଯୁବତୀମାନେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେମାନଙ୍କ ଘରକୁ ଫେରାଇ ନେବାର ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି। ଆନ୍ଧ୍ରପ୍ରଦେଶର ନେଲୋର ଜିଲାସ୍ଥିତ ରାଇଜିଂ ଇଣ୍ଡିଆନ ପ୍ରାଇଭେଟ୍‌ ଲିମିଟେଡ କମ୍ପାନୀକୁ କାମ କରିବାକୁ ଯାଇଥିଲେ। ମାତ୍ର କରୋନା ଭାଇରସ୍‌ ଯୋଗୁ ଲକ୍‌ଡାଉନ୍‌ରେ ସେମାନେ ସେଠାରେ ଫସି ଯାଇଛନ୍ତି। ସେଠାରେ ସେମାନଙ୍କର ରହିବା ଖାଇବାରେ ଅସୁବିଧା ହେଉଥିବା ଏହି ଭିଡିଓ ବାର୍ତ୍ତାରେ ଜଣାଇଛନ୍ତିି । ଫସି ରହିଥିବା ଏହି ଯୁବତୀଙ୍କ ମଧ୍ୟରୁ ଟିକି ଧୁରୁଆ ଭିଡିଓ ବାର୍ତ୍ତାରେ ଦେଇଥିବା ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ନେଲୋର ଜିଲା ଆକାମପେଟା ଭିଲେଜସ୍ଥିତ କେଭିଭି ଶ୍ରୀସିଟି କାଉନସିଲ ଲେଆଉଟ ପ୍ଲଟରେ ଏହି ଯୁବତୀମାନେ ଲକ୍‌ଡାଉନ୍‌ରେ ଫସିଥିବା କହିଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର,ଝାରସୁଗୁଡା ଓ ବରଗଡ଼ ଜିଲାର ଯୁବତୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri