ଭଣ୍ଡାରିପୋଖରୀ, ୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଲକ୍ଡାଉନ୍ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ରାତିରେ ପିରିପୁର ଗ୍ରାମର ଜଣେ ବ୍ୟକ୍ତି ତେଜରାତି ଦୋକାନ ଖୋଲି ବିକ୍ରୟ କରୁଥିବାରୁ ପୋଲିସ ତାଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ଏନେଇ ଥାନାରେ ଏକ ମାମଲା (ନଂ.୬୭/୨୦) ରୁଜୁ ହୋଇଛି। ସେହିପରି ସୋମବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଦୋକାନ ଖୋଲି ବେପାର କରୁଥିବା ଅଭିଯୋଗରେ ସରସଦା, ବାଲିପୋଖରୀ, କଣ୍ଟି, କୋରକରା ଅଞ୍ଚଳରୁ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।
Posted inଆମ ଜିଲା ଖବର, ଭଦ୍ରକ View All
ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…
ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…
ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ
ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…
କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…
ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…
ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍ର ଜଳପତ୍ତନ,ସଜାଗ ରହିଛି…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…
୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…
୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର
ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…
ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ
ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…
ଲାଇଭ୍ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍-ୱେବସାଇଟ୍ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ
କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

