ଲକ୍‌ଡାଉନ୍‌: ଛତିଶଗଡ଼ରୁ ଚାଲିଚାଲି ପଶ୍ଚିମବଙ୍ଗ ଅଭିମୁଖେ ଶ୍ରମିକ

କେନ୍ଦୁଝର,୬ା୫(ସ୍ବ.ପ୍ର.) : କରୋନା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲେ ହେଁ ଶହ ଶହ ଲୋକ କେନ୍ଦୁଝର ଜିଲା ଦେଇ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଆଦି ରାଜ୍ୟକୁ ସାଇକେଲରେ ଏବଂ ଚାଲିଚାଲି ଯିବାଆସିବା କରୁଛନ୍ତି। କେତେକଙ୍କୁ ଜିଲା ପ୍ରଶାସନ ଅଟକାଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରୁଥିଲେ ହେଁ ଅନେକ ମୁଖ୍ୟ ରାଜପଥରେ ପଳାଇବାରେ ସକ୍ଷମ ହେଉଛନ୍ତି। ଏଭଳି ବୁଧବାର ସକାଳେ କେତେକ ଶ୍ରମିକ ଚାଲିଚାଲି ଏନ୍‌ଏଚ୍‌ ୪୯ରେ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଦେଖିବାକୁ ମିଳିଥିଲା। ସେମାନେ ଛତିଶଗଡ଼ ରାଜ୍ୟରୁ ଆସିଥିବା କହିଛନ୍ତି। ଆହୁରି ଅନେକ ଲୋକ ଏଭଳି ଚାଲି ଚାଲି ଯାଉଥିବା ବେଳେ ରାସ୍ତାରେ କେହି ତାଙ୍କୁ ଅଟକାଉ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri