ଲକ୍‌ଡାଉନ୍‌: ଛତିଶଗଡ଼ରୁ ଚାଲିଚାଲି ପଶ୍ଚିମବଙ୍ଗ ଅଭିମୁଖେ ଶ୍ରମିକ

କେନ୍ଦୁଝର,୬ା୫(ସ୍ବ.ପ୍ର.) : କରୋନା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲେ ହେଁ ଶହ ଶହ ଲୋକ କେନ୍ଦୁଝର ଜିଲା ଦେଇ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଆଦି ରାଜ୍ୟକୁ ସାଇକେଲରେ ଏବଂ ଚାଲିଚାଲି ଯିବାଆସିବା କରୁଛନ୍ତି। କେତେକଙ୍କୁ ଜିଲା ପ୍ରଶାସନ ଅଟକାଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରୁଥିଲେ ହେଁ ଅନେକ ମୁଖ୍ୟ ରାଜପଥରେ ପଳାଇବାରେ ସକ୍ଷମ ହେଉଛନ୍ତି। ଏଭଳି ବୁଧବାର ସକାଳେ କେତେକ ଶ୍ରମିକ ଚାଲିଚାଲି ଏନ୍‌ଏଚ୍‌ ୪୯ରେ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଦେଖିବାକୁ ମିଳିଥିଲା। ସେମାନେ ଛତିଶଗଡ଼ ରାଜ୍ୟରୁ ଆସିଥିବା କହିଛନ୍ତି। ଆହୁରି ଅନେକ ଲୋକ ଏଭଳି ଚାଲି ଚାଲି ଯାଉଥିବା ବେଳେ ରାସ୍ତାରେ କେହି ତାଙ୍କୁ ଅଟକାଉ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri