ଲକ୍‌ଡାଉନ୍‌ ନିୟମ ପାଳନ କରାଇବାକୁ ରାସ୍ତାକୁ ଓହ୍ଲାଇଲେ ଯମରାଜ

କୁର୍ନୁଲ,୧।୪: କରୋନା ଭାଇରସ୍‌କୁ ନେଇ ସାରା ଦେଶରେ ଆତଙ୍କ ଖେଳିଯାଇଛି। କରୋନା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ କେବଳ ସାମାଜିକ ଦୂରତ୍ୱ ଏକମାତ୍ର ଉପାୟ। ଫଳରେ କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଦେଶର ଅଧିକାଂଶ ଲୋକ ଏହାକୁ ପାଳନ କରୁଥିବା ବେଳେ ଆଉ କେତେକ ପାଳନ କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ ଏନେଇ ଲୋକଙ୍କୁ ସଚେତନ କରାଇବା ପାଇଁ ପୋଲିସ ପକ୍ଷରୁ ଭିନ୍ନ ଉପାୟ କରାଯାଉଛି। କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲାର ଧୋନେ ଅଞ୍ଚଳରେ। ଲୋକଙ୍କୁ ସାମାଜିକ ଦୂରତ୍ୱ ବିଷୟରେ ସଚେତନ କରାଇବା ପାଇଁ ରାଜରାସ୍ତାକୁ ଓହ୍ଲାଇଥିଲେ ଖୋଦ ଯମରାଜ। ବୁଧବାର ସ୍ଥାନୀୟ କଳାକାରମାନେ ଯମରାଜା, ଚିତ୍ରଗୁପ୍ତ ଓ କରୋନା ବେଶରେ ପୋଲିସଙ୍କ ସହ ମିଶି ରାସ୍ତାରେ ବୁଲି ବୁଲି ଲୋକଙ୍କୁ କରୋନା ବିଷୟରେ ସଚେତନ କରିବା ଲକ୍‌ଡାଉନ୍‌ ପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ। ଯଦି କିଏ ଘରୁ ବାହାରନ୍ତି ତେବେ ତାଙ୍କୁ ଯମରାଜା ଉଠେଇ ନେଇଯିବେ ବୋଲି ଚେତାବନୀ ଦେବା ସହ ଏହି ମାଧ୍ୟମରେ ସମସ୍ତଙ୍କୁ ଏକ ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri