ଲକ୍‌ଡାଉନ୍‌ ପାଇଁ ବଢ଼ିଛି ସେକ୍ସ ଟଏ ବିକ୍ରି

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରାୟ ସବୁ ବ୍ୟବସାୟ ଠପ୍‌ ହୋଇଯାଇଥିବା ବେଳେ ହଠାତ୍‌ ସେକ୍ସ ଟଏ ବିକ୍ରି ଅତ୍ୟଧିକ ବୃଦ୍ଧି ପାଇଥିବା ଜଣାପଡ଼ିଛି। ବୋଧହୁଏ ଏହା ଏକମାତ୍ର ଅନ୍‌ଲାଇନ୍‌ ବ୍ୟବସାୟ ଆଶାତୀତ ପରିମାଣରେ ବିକ୍ରି ହୋଇପାରିଛି। ପ୍ରାୟ ସବୁ ଦେଶରେ ଏହି ସେକ୍ସ ଟଏଗୁଡ଼ିକ ବିକ୍ରି ହେଉଛି। ବିଶେଷକରି କଲମ୍ବିଆରେ ଏହି ବ୍ୟବସାୟ ବହୁତ ଅଧିକ ଲାଭଜନକ ହୋଇଛି ବୋଲି ସେକ୍ସ ଟଏ ବିକ୍ରେତାମାନେ କହିଛନ୍ତି। କଲମ୍ବିଆରେ କେତେକ ଦୋକାନରୁ ସମସ୍ତ ସେକ୍ସ ଟଏ ବିକ୍ରି ହୋଇଯାଇଥିବାରୁ ସେମାନେ ରେଡ୍‌ ବ୍ୟାନରରେ ସୋଲ୍ଡ ଆଉଟ୍‌ ଲେଖି ଦୋକାନ ବନ୍ଦ କରିଦେଇଛନ୍ତି। ଅନ୍ୟ ଜଣେ ବିକ୍ରେତା କହନ୍ତି ଯେ, ଲକ୍‌ଡାଉନ୍‌ ଆରମ୍ଭ ହେବାର ପ୍ରାୟ ଚାରିଦିନ ପରେ ତାଙ୍କ ଦୋକାନର ସାମଗ୍ରୀ ସବୁ ହଠାତ୍‌ ୫୦ ପ୍ରତିଶତ ଅଧିକ ବିକ୍ରି ଆରମ୍ଭ ହୋଇଛି। ଅଧିକାଂଶ ଯୁବତୀଯୁବକ ଓ ମଧ୍ୟବୟସ୍କମାନେ ଏଭଳି ସେକ୍ସ ଟଏ ପ୍ରତି ଆଗ୍ରହ ପ୍ରକାଶ କରି କିଣିଥିବା ଦେଖାଯାଇଥିଲା। ଲକ୍‌ଡାଉନ୍‌ ଯୋଗୁ ସବୁଲୋକ ଏବେ ଘରେ ରହୁଛନ୍ତି। ତେଣୁ ଜୀବନକୁ ବିଭିନ୍ନ ପ୍ରକାର ଉପଭୋଗ କରିବା ପାଇଁ ସେମାନଙ୍କ ପାଖରେ ଏବେ ଢେର୍‌ ଅଧିକ ସମୟ। ସେଥିପାଇଁ ଘରେ ମଜା କରିବା ପାଇଁ ଏଭଳି ସେକ୍ସ ଟଏର ଚାହିଦା ବହୁତ ବଢ଼ିିଯାଇଛି। ମନୋବିଜ୍ଞାନୀଙ୍କ ମତରେ ସେକ୍ସ ଟଏ ହିଁ ମଣିଷକୁ ଏହି ଲକ୍‌ଡାଉନ୍‌ ସମୟରେ ଅବସାଦରୁ ଦୂରେଇ ରଖିବାରେ ବେଶ୍‌ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri