ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ ଶ୍ରମିକମାନଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ସବୁ ହିତାଧିକାରୀଙ୍କୁ ରାଜ୍ୟ ସରକାର ୩ ମାସର ଆଗୁଆ ରାସନ ଦେଉଛନ୍ତି। ୯୪ ଲକ୍ଷ ପରିବାରକୁ ୧ ହଜାର ଟଙ୍କା ଲେଖାଏ ସହାୟତା ଯୋଗାଇ ଦେବେ। ଏଥିରେ ୯୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ସାମାଜିକ ସୁରକ୍ଷା ଯୋଜନାରେ ୪୮ ଲକ୍ଷ ହିତାଧିକାରୀମାନଙ୍କୁ ୪ମାସର ଆଗୁଆ ଭତ୍ତା ଦିଆଯାଉଛି। ଏଥିପାଇଁ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ରାଜ୍ୟର ୨୨ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ। ଏଥିରେ ୩୩୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ଘରେ ରହି କରୋନା ଠାରୁ ଦୂରରେ ରହିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri