ଲକ୍‌ଡାଉନ୍‌ ଯୋଗୁ ଶେଷ ଦର୍ଶନ ମନା: ଇରଫାନ୍‌ଙ୍କ ଶବାଧାରରେ ସାମିଲ ହେବେ ମାତ୍ର ୨୦ଜଣ

ବମ୍ବେ: ଚିରନିଦ୍ରାରେ ବଲିଉଡ୍‌ର ଭେଟେରାନ୍‌ ଅଭିନେତା ଇରଫାନ୍‌ ଖାନ୍‌। ବୁଧବାର ବମ୍ବେର କୋକିଲାବେନ୍‌ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ପ୍ରସାରିତ ହେବା ପରେ ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷେ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ଇରଫାନ୍‌ଙ୍କ ଶେଷ ଦର୍ଶନ ଏବଂ ଅନ୍ତ୍ୟେଷ୍ଟି କ୍ରିୟାରେ କଟକଣା ଲଗାଯାଇଛି। ଫଳରେ ତାଙ୍କର ଶବାଧାରରେ ମାତ୍ର ୨୦ଜଣ ଲୋକ ସାମିଲ ହେବେ। ବମ୍ବେର ବର୍ସୋବାରେ ଥିବା ସମାଧିସ୍ଥଳରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

ଇରଫାନ୍‌ ବଲିଉଡ୍‌ର ପସନ୍ଦ କରାଯାଉଥିବା ଅଭିନେତା ମାନଙ୍କ ମଧ୍ୟରୁ ଜଣେ। ଏଣୁ ତାଙ୍କ ଶେଷ ଦର୍ଶନ ଲାଗି ଲୋକମାନଙ୍କ ଗହଳି ଲାଗି ଥାନ୍ତା। ମାତ୍ର ବର୍ତ୍ତମାନର ପରିସ୍ଥିତିରେ ଏହା ସମ୍ଭବ ନୁହେଁ। ଫଳରେ କେବଳ ସୋସିଆଲ ମିଡିଆ ମାଧ୍ୟମରେ ସମସ୍ତ ଅଭିନେତା/ଅଭିନେତ୍ରୀ ତଥା ପ୍ରଶଂସକମାନେ ଶୋକବାର୍ତ୍ତା ଦେଉଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri