ଲକ୍‌ଡାଉନ୍‌ ସମୟରେ ୬ଟି ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ ବସ୍‌’ ସେବା ଜାରି ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ କୁହାଯାଇଛି। ତେବେ ଏହିସବୁ ଦିନରେ ମୋ ବସ୍‌ ୬ଟି ରୁଟ୍‌ରେ ଯାତାୟାତ କରିବ। ମୋଟ ୧୭ଟି ବସ୍‌ ଚାଲିବ। ରୁଟ୍‌-୧ରେ ଏୟାରପୋର୍ଟରୁ ମାଷ୍ଟରକ୍ୟାଣ୍ଟିନ ମଧ୍ୟରେ ୨ଟି ବସ୍‌, ରୁଟ୍‌-୧୧ରେ ନନ୍ଦନବିହାରରୁ ମାଷ୍ଟରକ୍ୟାଣ୍ଟିନ ଦେଇ ଲିଙ୍ଗିପୁରକୁ ୩ଟି, ରୁଟ୍‌-୧୬ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ କଟକ ସିଡିଏକୁ ୩ଟି, ରୁଟ୍‌-୨୦ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ଖୋର୍ଦ୍ଧାକୁ ୩ଟି, ରୁଟ୍‌ -୨୩ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ସମ୍‌ ହସ୍ପିଟାଲକୁ ୩ଟି ଓ ରୁଟ୍‌-୨୭ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ଏମ୍ସ ପର୍ଯ୍ୟନ୍ତ ୩ଟି ବସ ଚଳାଚଳ କରିବ। ଉକ୍ତ ସ୍ଥାନଗୁଡ଼ିକୁ ପ୍ରତି ୧ ଘଣ୍ଟା ବ୍ୟବଧାନରେ ବସ୍‌ ଯାତାୟାତ କରିବ ବୋଲି କ୍ରୁଟ୍‌ ସାଧାରଣ ପରିଚାଳିକା ଦୀପ୍ତିମୟୀ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri