ଲକ୍‌ଡାଉନ୍‌ ସମୟରେ ୬ଟି ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ ବସ୍‌’ ସେବା ଜାରି ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ କୁହାଯାଇଛି। ତେବେ ଏହିସବୁ ଦିନରେ ମୋ ବସ୍‌ ୬ଟି ରୁଟ୍‌ରେ ଯାତାୟାତ କରିବ। ମୋଟ ୧୭ଟି ବସ୍‌ ଚାଲିବ। ରୁଟ୍‌-୧ରେ ଏୟାରପୋର୍ଟରୁ ମାଷ୍ଟରକ୍ୟାଣ୍ଟିନ ମଧ୍ୟରେ ୨ଟି ବସ୍‌, ରୁଟ୍‌-୧୧ରେ ନନ୍ଦନବିହାରରୁ ମାଷ୍ଟରକ୍ୟାଣ୍ଟିନ ଦେଇ ଲିଙ୍ଗିପୁରକୁ ୩ଟି, ରୁଟ୍‌-୧୬ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ କଟକ ସିଡିଏକୁ ୩ଟି, ରୁଟ୍‌-୨୦ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ଖୋର୍ଦ୍ଧାକୁ ୩ଟି, ରୁଟ୍‌ -୨୩ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ସମ୍‌ ହସ୍ପିଟାଲକୁ ୩ଟି ଓ ରୁଟ୍‌-୨୭ରେ ମାଷ୍ଟରକ୍ୟାଣ୍ଟିନ୍‌ରୁ ଏମ୍ସ ପର୍ଯ୍ୟନ୍ତ ୩ଟି ବସ ଚଳାଚଳ କରିବ। ଉକ୍ତ ସ୍ଥାନଗୁଡ଼ିକୁ ପ୍ରତି ୧ ଘଣ୍ଟା ବ୍ୟବଧାନରେ ବସ୍‌ ଯାତାୟାତ କରିବ ବୋଲି କ୍ରୁଟ୍‌ ସାଧାରଣ ପରିଚାଳିକା ଦୀପ୍ତିମୟୀ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ…

କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି।…

ଆସନ୍ତା ୭ରେ ଗଞ୍ଜାମ ଆସୁଛନ୍ତି ନବୀନ: ବାତ୍ୟା-ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ ବିଜେଡି ସୁପ୍ରିମୋ,ନିର୍ବାଚନ ପୂର୍ବରୁ…

ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାକୁ ସମ୍ପୂର୍ଣ୍ଣ ଶ୍ରୀହୀନ କରିଦେଇଛି। ପ୍ରାକୃତିକ ଦୁର୍ବିପାକ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ…

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…

ଧନତେରସରେ ସୁନା-ରୂପା କିଣିବାକୁ ଟଙ୍କା ନାହିଁ କି? ଘରକୁ ଆଣନ୍ତୁ ଏହି ୫ଟି ଜିନିଷ, ବର୍ଷସାରା ଟଙ୍କାର ଅଭାବ ରହିବନି

ହିନ୍ଦୁ ଧର୍ମରେ ଧନତେରେସ ଦିନ ନୂଆ ଜିନିଷ କିଣିବାର ବହୁତ ମହତ୍ତ୍ୱ ରହିଛି। ଏହି ଦିନ ମାଆ ଲକ୍ଷ୍ମୀ, ଭଗବାନ ଗଣେଶ, ଭଗବାନ କୁବେର ଏବଂ ଭଗବାନ…

ନ୍ୟୁଜିଲାଣ୍ଡ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି, ସୁସ୍ଥ ହେଲେ ଏହି ଷ୍ଟାର ବୋଲର

ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳକୁ ମିଳିଛି ବଡ଼ ଆଶ୍ୱସ୍ତି । ଟିମ୍ ଇଣ୍ଡିଆର ଷ୍ଟାର୍‌ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣାଙ୍କୁ ତିନୋଟି ଯାକ ଫର୍ମାଟ୍‌ ପାଇଁ…

ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….

ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…

ଡେରାବିଶ ବ୍ଲକ କ୍ୟାସିୟରଙ୍କ ୧.୦୬ କୋଟି ଟଙ୍କା ଆତ୍ମସାତ୍ ମାମଲା: ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ସ୍ପେଶାଲ ଅଡିଟ୍

ଡେରାବିଶ,୩।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର କ୍ୟାସିୟର ଶଶିକାନ୍ତ ରଣାଙ୍କ ଦ୍ୱାରା ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?