ରାଇରଙ୍ଗପୁର,୯ା୪(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ ଗାଡ଼ି ଚାଳକମାନେ ଏହାକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଥିଲା। କଟକଣା ଉଲ୍ଲଂଘନକାରୀଙ୍କୁ ସାବାଡ କରିବା ପାଇଁ ପୋଲିସ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ବୁଧବାର ସୁଦ୍ଧା ୭୮ଟି ବାଇକ୍ ଜବତ କରିଥିତ୍ବା ଜଣାପଡ଼ିଛି। ରାଇରଙ୍ଗପୁର ଟାଉନ ଓ ଗ୍ରାମାଞ୍ଚଳ ଥାନା ସମେତ ବହଳଦା, ଗୋରୁମହିଷାଣି ଏବଂ ବିଶୋଇ ଆଦି ଥାନା ଅଞ୍ଚଳରେ ପୋଲିସ ଏହି ବାଇକ୍ ଗୁଡିକ ଜବତ କରି ଥାନାରେ ରଖିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ
କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
Archives

