ସିମୁଳିଆ, ୧୯ା୪(ଡି.ଏନ.ଏ.)-କରୋନାକୁ ଖାତର ନ କରି ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ କେଳାପଲି ଛକ ନିକଟରେ ଖଟି କରୁଥିବା ୪ଜଣ ଯୁବକଙ୍କ ନାମରେ ପୋଲିସ ମାମଲା (ନଂ.୯୪/୨୦) ରୁଜୁ କରିଛି। ଶୁକ୍ରବାର କେଳାପଲି ଛକ ନିକଟରେ ଅଶୋକ ବେହେରା, ଶଶୀକାନ୍ତ ବେହେରା, ରାଧାକାନ୍ତ ବେହେରା ଓ ସୀତାକାନ୍ତ ବେହେରା ନାମକ ୪ଜଣ ଯୁବକ ଏକାଠି ହୋଇ ଖଟି କରୁଥିଲେ। ପୋଲିସ ଗାଡିକୁ ଦେଖି ସେମାନେ ଚାଲିଯାଇଥିଲେ। ପରେ ପୁଖି ସେମାନେ ଏକାଠି ହୋଇଥିବା ବେଳେ ସ୍ଥାନୀୟ ବଜାରକୁ ସଉଦା ନେବାକୁ ଆସିଥିବା ବିରଞ୍ଚିପୁର ଅଞ୍ଚଳର ଦେବୀପ୍ରସାଦ ପାଣିଗ୍ରାହୀ ନାମକ ଯୁବକ ଏହାକୁ ବିରୋଧ କରିଥିଲେ। ଯୁବକମାନେ ଏଥିରେ ଉତ୍ତ୍ୟକ୍ତ ହୋଇ ଫୋନ ଯୋଗେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ନାନା ଧମକ ଚମକ ଦେଇଥିଲେ। ଏନେଇ ଦେବୀ ପ୍ରସାଦ ଥାନାରେ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…
ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…
ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…
ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…
ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…
ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…
ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ
ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
Archives

