ଲକ୍‌ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ

ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍‌ ଜବତ କରିଛି। ସକାଳ ୭ଟାରୁ ଦିନ ୧୨.୩୦ଟା ମଧ୍ୟରେ ପନିପରିବା, କିରାନା ଦୋକାନ୍‌ କିଣାକିଣି କରିବାକୁ ନିୟମ ରଖାଯାଇଛି ା ତେବେ ଏହି ନିୟମକୁ ବାହାନା କରି କେତେକ ବାଇକ୍‌ ଧରି ବୁଲୁଛନ୍ତି ା ଏମାନଙ୍କ ବିରୋଧରେ ଟାଉନ ଥାନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ବିଭିନ୍ନ ଛକରେ ପୋଲିସ ୭୦ରୁ ଅଧିକ ବାଇକ, କାର ଜବତ କରିଥିବା ବଲାଙ୍ଗୀର ଆଦର୍ଶ ଥାନା ଆଇଆଇସି ସଂଗ୍ରାମ ପଟ୍ଟନାୟକ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫଳକକୁ ନେଇ ସାଂସଦ-ବିଧାୟକ ମୁହାଁମୁହିଁ: ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ବେଳେ ଉତ୍ତେଜନା

ଖଲ୍ଲିକୋଟ, ୯।୬(ପ୍ରଶାନ୍ତ କୁମାର ମିଶ୍ର) : ଖଲ୍ଲିକୋଟ ବ୍ଲକରେ ରବିବାର ଦୁଇଟି ଫଳକ ଯୋଗୁ ସାଂସଦଙ୍କ କର୍ମୀ ଓ ବିଧାୟକଙ୍କ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା ।…

ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ…

ସିଙ୍ଗଡ଼ା- କଚୋଡ଼ି ପ୍ରେମୀ ସାବଧାନ! FSSAI ଜାରି କଲା ବଡ଼ ଚେତାବନୀ, ହୋଇପାରେ ମାରାତ୍ମକ ରୋଗ!

ଭାରତ ଏମିତି ଏକ ଦେଶ ଯେଉଁଠି ଖାଇବା ପିଇବା ପଛରେ ପ୍ରଚୁର ପଇସା ଖର୍ଚ୍ଚ କରାଯାଏ। ଲୋକମାନେ ସ୍ବାସ୍ଥ୍ୟ ଅପେକ୍ଷା ସ୍ବାଦକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ଚା’…

ରୁଷିଆ ସହ ପାକିସ୍ତାନର ବଡ ଡିଲ୍‌, ତେବେ ଭାରତର ବଡ଼ ଶତ୍ରୁ ସହ କାହିଁକି ଏତେ ନିକଟତର ହେଉଛି ରୁଷିଆ? ଜାଣନ୍ତୁ…

ଇସଲାମାବାଦ,୯।୬: ପାକିସ୍ତାନ ଭାରତର ସବୁଠାରୁ ନିକଟତମ ସହଯୋଗୀ ରାଷ୍ଟ୍ର ଭାବରେ ପରିଗଣିତ ହେଉଥିବା ରୁଷିଆ ସହିତ ଏକ ପ୍ରମୁଖ ଚୁକ୍ତି କରିଛି। କିର୍ଗିଜସ୍ତାନର ରାଜଧାନୀ ବିଶକେକରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର,୯।୬:  ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର…

ଭାଜପା-ବିଜେଡି ମଧ୍ୟରେ ସୋସିଆଲ ୱାର: ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଅତାବିରା,୯ା୬(ଯୁଧିଷ୍ଠିର ମହାପାତ୍ର):ଗତ କିଛିଦିନ ହେଲା ଅତାବିରାରେ ଗ୍ରୀଷ୍ମ ଉତ୍ତାପରୁ ରାଜନୈତିକ ପାଗ ଉଷ୍ମତା ବଢିଯାଇଛି। ବାକ୍‌ଯୁଦ୍ଧ ସାଙ୍ଗକୁ ସୋସିଆଲ ମିଡିଆରେ ଚାଲିଛି ଘମାଘୋଟ ଶୀତଳ ଯୁଦ୍ଧ। ପଞ୍ଚାୟତ…

ପ୍ରେମିକା ବାହାହେବାକୁ ମନାକରିବାରୁ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ଗଲେ ଯୁବକ: ଆଉ ତା’ପରେ…

କୁତ୍ରା,୯ା୬ (ଦେବାଶିଷ ସାହୁ):ପ୍ରେମିକା ବାହାହେବାକୁ ମନାକରିବାରୁ ଜଣେ ଯୁବକ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ ଖୁଣ୍ଟରେ ଚଢ଼ି ହଙ୍ଗାମା କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା…

ମୋସୁମୀ ସକ୍ରିୟ, ଆସୁଛି ବଡ଼ ବର୍ଷା, ଏସବୁ ରାଜ୍ୟରେ ଏହି ଦିନ ପ୍ରବଳ ବର୍ଷିବ

ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେ ଧୀରେ ଆଗକୁ ବଢ଼ୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ମୌସୁମୀ ବାୟୁ ଆରବ ସାଗରର ଅନେକ ଅତିରିକ୍ତ ଅଂଶ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri