ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଭୋଜି ସହ ଜୁଆ ଆଡ୍ଡାରେ ଚଢ଼ାଉ

ପାଟପୁର,୧୧ା୫-ଗଞ୍ଜାମ ଜିଲା ପାଟପୁର ଥାନା ଗୋକର୍ଣ୍ଣମେରୀପଲ୍ଲୀ ନିକଟ ଏକ ଖୋଲା ପଡିଆରେ ଭୋଜି ସହ ଜୁଆ ଖେଳ ଚାଲିଥିବା ନେଇ ପାଟପୁର ପୋଲିସକୁ ରବିବାର ସନ୍ଧ୍ୟାରେ ଖବର ମିଳିଥିଲା। ଏହାପରେ ଆଇଆଇସି ଅଜୟ କୁମାର ବାରିକଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାରେ ଚଢ଼ାଉ କରି ୮ ହଜାର ୪୫ ଟଙ୍କା ଜବତ କରିବା ସହ ୮ ଜୁଆଡିକୁ ଗିରଫ କରିଥିଲେ। ରୋଷେଇ ହୋଇଥିବା ଖାଦ୍ୟ ସାମଗ୍ରୀ ଜବତ କରିବା ସହ ୮ ବାଇକ୍‌ ଓ ମୋବାଇଲ ଫୋନ୍‌ ଜବତ କରାଯାଇଥିବା ଜଣାପଡ଼ିଛି। ଏନେଇ ନଂ. ୧୦୩/୨୦ ମାମଲା ରୁଜୁ ହୋଇଥିବା ଆଇଆଇସି ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri