ବ୍ରହ୍ମପୁର ଅଫିସ,୧୦ା୪-କରୋନା ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। ଲକ୍ଡାଉନ ପାଇଁ କଡା ନିୟମ କରାଯାଇଛି। ଜରୁରୀ କାମ ନ ଥିଲେ ଘରୁ ନ ବାହରିବାକୁ ପରାମର୍ଶ ଦିଆଯାଇଛି। ଏପରିକି ଜିଲାରେ ଆଂଶିକ ଶଟଡାଉନ୍ ନିର୍ଦ୍ଦେଶ ମଧ୍ୟ ରହିଛି। ସେହିପରି ବାଇକ୍ ଚଳାଇବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ପୋଲିସ ଗତ ୪ ରୁ ୮ ତାରିଖ ମଧ୍ୟରେ ବ୍ରହ୍ମପୁର ପୋଲିସ ଜିଲାରେ ମୋଟ ୧୭୫୭ ବାଇକ୍ ଚାଳକଙ୍କୁ ଧରାଯାଇଛି ବୋଲି ଡ଼ିଏସ୍ପି ଡିଆଇବି ଦାୟିତ୍ୱରେ ଥିବା ଜେ. କେ. ପଟ୍ଟନାୟକ ସୂଚନା ଦେଇଛନ୍ତି। ସେମାନଙ୍କର ବାଇକ ଜବତ କରିବା ସହିତ ଜରିମାନା ଧାର୍ଯ୍ୟ କରାଯାଇଛି ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...
Archives


