ଲକ୍‌ଡାଉନ ବେଳେ ବି ଚାଲିଛି ମଦ କାରବାର

ଲୋଇସିଂହା, ୧୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଲୋଇସିଂହା ଥାନା ଅନ୍ତର୍ଗତ କୁଟାସିଂହା, ଅଗଲାପାଲି ଓ ଗୋପାଳପୁର ଗାଁରେ ଅବକାରୀ ବିଭାଗ ଚଢାଉ କରି ୯୦ ଲିଟର ରନ୍ଧାମଦ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଞ୍ଜୀବ ସା, ସୁବାଷ ଭୂଏ, ପିଙ୍କୁ ମୁଦୁଲି, ଶ୍ୟାମସୁନ୍ଦର ମଲ୍ଲିକ । ଏହି ଧରପଗଡ ପରେ ଲୋଇସିଂହା ଥାନା ଅଞ୍ଚଳରେ ଲକ୍‌ଡାଉନ ନିୟମର ଉଲ୍ଲଂଘନ ସହ ବେଆଇନ ମଦ କାରବାର ଚାଲିଥିବା ଏଥିରୁ ଜଣାପଡୁଛି। ଚଢାଉବେଳେ ବଲାଙ୍ଗୀର ଅବକାରୀ ଏସଆଇ ପ୍ରମୋଦ କୁମାର ପଣ୍ଡା ,ଲୋଇସିଂହା ଏସଆଇ ଆରତୀ କିଷାନ ଓ ଷ୍ଟାଫ ଚଢାଉରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri