ଲକ୍‌ଡାଉନ: ମଜା କରିବାର ବେଳ

ନୂଆଦିଲ୍ଲୀ: ଲକ୍‌ଡାଉନରେ ରହିବା ଆଦୌ ବୋରିଂ ନୁହେଁ, ବରଂ ନିଜକୁ ଉପଭୋଗ କରିବାର ପ୍ରକୃଷ୍ଟ ସମୟ। ଏମିତି ଏକ ବାର୍ତ୍ତା ଦେଉଛି ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଥିବା ମା-ଝିଅଙ୍କର ଏକ ଯୋଡ଼ି। ଲକ୍‌ଡାଉନରେ ଘର ଭିତରେ ରହିବା ହିଁ ନିଜକୁ ଆକ୍ଟିଭ୍‌ କରିବା, ମଜା କରିବାର ସମୟ। ଏକଥା ନିଜ ମା’ଙ୍କୁ ଜଣାଇବା ପାଇଁ ଝିଅଜଣକ ଏକ ଅଭିନବ ଉପାୟ ଚିନ୍ତା କରି ଭିଡିଓ ତିଆରି କରିଛନ୍ତି। ଭିଡିଓରେ ଉଦାସ ଥିବା ମା’ଙ୍କ ପାଖରେ ତାଙ୍କ ଝିଅ ମଜାଳିଆ ଢଙ୍ଗରେ ନାଚି ତାଙ୍କୁ ହସାଇବା ପାଇଁ ଚେଷ୍ଟା କରୁଛନ୍ତି। ତାଙ୍କ ମା’ ପ୍ରଥମେ ବିରକ୍ତ ହେଉଥିଲେ ବି ପରେ ଝିଅର ନାଚ ଦେଖି ନିଜେ ମଧ୍ୟ ଖୁସିରେ ନାଚିବା ଆରମ୍ଭ କରିଥିଲେ।
ସମ୍‌ ହୋଲସନ୍‌ କ୍ୟାରେନଣ୍ଟିଂ ନାଁରେ ଏହି ଭିଡଓିଟି ପୋଷ୍ଟ ହୋଇଛି। ତେବେ ଭିଡିଓଟି ସୋସିଆଲ ମିଡିଆରେ ପୋଷ୍ଟ ହେବାର ମାତ୍ର ଦିନକ ପରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି। ୨୪ ହଜାରରୁ ଅଧିକ ଲୋକ ଏହାକୁ ପସନ୍ଦ କରିଥିବାବେଳେ ୫୦୦ ରୁ ଅଧିକ ଏନେଇ ସକାରାତ୍ମକ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri