ଲକ୍‌ଡାଉନ: ୨ଟା ଯାଏ ଖୋଲିବ ଆର୍‌ଟିଓ

କଟକ ଅଫିସ,୨୧।୭: ରାଜ୍ୟର ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଯାଜପୁର ଜିଲା ସହ ରାଉରକେଲା ସହରାଞ୍ଚଳରେ ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରିଛନ୍ତି। ଏଣୁ ଏହି ଅଞ୍ଚଳରେ ଥିବା ପରିବହନ କାର୍ଯ୍ୟାଳୟଗୁଡ଼ିକ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ନିର୍ଦ୍ଦେଶନାମା ଜାରି କରିଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ୩୩ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟାଳୟ ଖୋଲିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସକାଳ ୬ରୁ ଅପରାହ୍ନ ୧ଟା ଯାଏ ଲକ୍‌ଡାଉନ ଲାଗୁ କରାଯାଇଛି। ସେହିଭଳି ବ୍ୟାଙ୍କଗୁଡ଼ିକ ମଧ୍ୟ ସକାଳ ୮ରୁ ଅପରାହ୍ନ ୨ଟା ଯାଏ ଖୋଲୁଛି। ଏହି ଦୃଷ୍ଟିରୁ ପରିବହନ କାର୍ଯ୍ୟାଳୟ ମଧ୍ୟ ଦିନ ୨ଟା ଯାଏ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର-୧, ଭୁବନେଶ୍ୱର-୨, କଟକ, ଗଞ୍ଜାମ, ଭଞ୍ଜନଗର, ରାଉରକେଲା, ଚଣ୍ଡିଖୋଲ ଏବଂ ଯାଜପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ଖୋର୍ଦ୍ଧା ଏଆର୍‌ଟିଓ ଏହି ନୂଆ ସମୟ ଅନୁଯାୟୀ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri