ଲକ୍‌ ଡାଉନ୍‌ ଦେଲାନି କାମ: ଗୋଟିଏ ଦିନରେ ୧,୪୨୧ ମୁଣ୍ଡ ନେଲା କରୋନା

ମାଦ୍ରିଦ୍‌/ରୋମ,୨୬।୩: କରୋନା ସଂକ୍ରମଣ ପୃଥିବୀର ସମସ୍ତ ଦେଶରେ ଆତଙ୍କ ଜାରି ରଖିଛି। ସ୍ପେନ୍‌ ଏବଂ ଇଟାଲିରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହେବା ପରେ ମଧ୍ୟ ଗୋଟିଏ ଦିନରେ ୧,୪୨୧ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ ସରକାର ଗତ ୧୧ ଦିନ ଧରି ଲକ୍‌ ଡାଉନ୍‌ ଜାରି କରିଛନ୍ତି। ତେବେ ଏଠାରେ ଲକ୍‌ ଡାଉନ୍‌ କାମ ଦେଇନି। ସ୍ପେନ୍‌ରେ ୨୪ ଘଣ୍ଟାରେ ୭୩୮ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଇଟାଲିରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଦେଶରେ ଲକ୍‌ ଡାଉନ୍‌ ଯୋଗୁ ସାଢ଼େ ୬ କୋଟି ଲୋକ ଘରେ ବନ୍ଦ ଥିଲେ ମଧ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ଇଟାଲିରେ ୬୮୩ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୩,୪୩୪ ଛୁଇଁଛି। ସେହିପରି ଇଟାଲିରେ କରୋନା ସଂକ୍ରମଣ ଇତିମଧ୍ୟରେ ୭,୫୦୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri