ଲକ୍‌ ଡାଉନ ନିୟମ ଉଲ୍ଲଂଘନ, ୨ ଦୋକାନ ସିଲ୍‌ କଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୨।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିରୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକୁଥିବା ଦୋକାନକୁ ବାଦ୍‌ ଦିଆଯାଇଛି । ମାତ୍ର କେତେକ ସ୍ଥଳେ ପ୍ରଶାସନର ଆଖିରେ ଧୂଳି ମାରି ଅତ୍ୟାବଶ୍ୟକୀୟ ସାମଗ୍ରୀ ନାଁରେ ଅନେକ ଅମାନିଆ ଅନ୍ୟ ଜିନିଷ ବିକୁଥିବା ସାଧାରଣରେ ଆଲୋଚିତ ହେଉଛି । ଏଭଳିଭାବେ କ୍ଷୀର ବିକ୍ରି ଆଳରେ ଅନ୍ୟ ସାମଗ୍ରୀ ବିକୁଥିବାବେଳେ ବୁଧବାର ବରଗଡ଼ ଗାନ୍ଧିଛକର ଦୋକାନୀ ପୌର ପ୍ରଶାସନ ହାତରେ ଧରାପଡ଼ିଛନ୍ତି । ଏହାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଦୁଇ ଦୋକାନକୁ ସିଲ୍‌ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri