ଲକ୍ ଡାଉନ୍ ନିୟମ ଭାଙ୍ଗି ୪ ଗିରଫ

କୁଆମରା, ୫।୪(ଡି.ଏନ.ଏ.): କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍ ଡାଉନ୍ କରାଯାଇଛି। ଏହି ସମୟରେ ଏଣେ ତେଣେ ନ ବୁଲି ଘରେ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଔଷଧ ସମେତ କେତେକ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି। ମାତ୍ର ଏହି କଟକଣାକୁ ନ ମାନି ୨ଜଣ ଦୋକାନ ଖୋଲି ଥିବା ବେଳେ ବ୍ୟବସାୟୀ ଦ୍ବୟଙ୍କୁ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ପୋଲିସ ଗିରଫ କରିଛି। ଏଥି ପୂର୍ବରୁ ଲକ୍ ଡାଉନ୍ ନିୟମ ଭାଙ୍ଗିବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରା ଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ରବିବାର ସୁଦ୍ଧା ନିୟମ ଉଲଂଘନ କରିଥିବା ମୋଟ ୨୭ଟି ବାଇକ୍ ଜବତ ହୋଇଛି। ଏ ସମ୍ପର୍କରେ ୪ଟି ମାମଲା ରୁଜୁ ହେବା ସହ ମୋଟ ୩୩ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ଆଇଆଇସି ସ୍ବର୍ଣ୍ଣଲତା ମିଞ୍ଜ କହିଛନ୍ତି। ଖୁଣ୍ଟା ଥାନା ଅଧୀନ ଗୋପବନ୍ଧୁ ନଗର ଓ ଖୁଣ୍ଟା ବ୍ଲକର ମୋଟ ୨୭ଟି ପଞ୍ଚାୟତରେ ଜନ ସଂଖ୍ୟା ଦେଢ ଲକ୍ଷରୁ ଊର୍ଦ୍ଧ୍ବ ହୋଇଥିବା ବେଳେ ଥାନାରେ ଆବଶ୍ୟକ କର୍ମଚାରୀ ନାହାଁନ୍ତି। ପୋଲିସ ପାଟ୍ରୋଲିଂକୁ କଡାକଡି କରିବାକୁ ହେଲେ ଅଧିକ କର୍ମଚାରୀ
ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri