ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଟି ଘରଗୁଡ଼ିକ ପ୍ରଭାବିତ ହୋଇଛି। ଏହା ସହିତ ଚାଷ କ୍ଷେତ୍ରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଏହି ବର୍ଷାରେ ବିରି ଫସଲ ସମ୍ପୂର୍ଣ୍ଣ ଉଜୁଡ଼ିବା ଆଶଙ୍କା ଦେଖାଦେଇଛି ଓ ବିଅଳି ଧାନ ଗଛ ବର୍ଷା ପାଣିରେ ବୁଡ଼ି ରହି ବ୍ୟାପକ କ୍ଷତି ହୋଇଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ବୁଧବାର ବିଞ୍ଝାରପୁର ବ୍ଲକରେ ୭୬ ମି.ମି. ବର୍ଷା ହୋଇଥିବା ପ୍ରଶାସନ ପକ୍ଷରୁ ରେକର୍ଡ କରାଯାଇଛି। ଏନେଇ ବିଡିଓ ମିନତୀ ଜଗଦେବ ସୂଚନା ଦେବା ସହିତ ବର୍ଷା ପରେ କ୍ଷୟକ୍ଷତି ଆକଳନ କରାଯିବ ବୋଲି ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…
ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…
ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…
ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର
ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…
ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି
ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…
ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ
କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…
ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି
କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…
ନିଟ୍ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ
ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…
Archives

