ଲଗାଣ ବର୍ଷାରେ ମହିଳାଙ୍କ ଘର ଭାଙ୍ଗିଲା

ସୋର, ୨୭ା୧୦(ଡି.ଏନ.ଏ.)-ସୋର ବ୍ଲକ ଅନ୍ତର୍ଗତ ସବିରା ପଞ୍ଚାୟତ ଅଧୀନ ବଣପାରିଆ ଗ୍ରାମର ଜଣେ ବିଧବାଙ୍କ ଘର ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ସ୍ବର୍ଗତ ଶମ୍ବୁନାଥ ବାରିକଙ୍କ ସ୍ତ୍ରୀ ମୀନା(୩୨)ଙ୍କର ଘର ଭୁଶୁଡି ପଡିଛି। ମୀନାଙ୍କର ୩ଟି ପିଲାଙ୍କ ସହ ଅଳ୍ପ କିଛି ଜରୁରୀ ଘରୋଇ ସାମଗ୍ରୀ ପଡିଶା ଲୋକେ ଉଦ୍ଧାର କରି ନିକଟସ୍ଥ ଜଣେ ସମ୍ପର୍କୀୟଙ୍କ ଘରେ ଆଶ୍ରୟ ଦେଇଛନ୍ତି। ଏହି ଘର ଭଙ୍ଗା ଖବର ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ଦିଆଯାଇଥିଲେ ବି ଅଦ୍ୟାବଧି କେହି ପହଞ୍ଚି ନ ଥିବା ଜଣାପଡିଛି। ପ୍ରକାଶଥାଉ କି, ମୀନାଙ୍କ ସ୍ବାମୀ ଶମ୍ବୁନାଥଙ୍କର ଗତ ୩ବର୍ଷ ତଳେ ମୃତ୍ୟୁ ଘଟିଥିବା ବେଳେ ଦୁଃଖ ଅଭାବରେ ଦିନ କାଟୁଥିବା ଏହି ଗରିବ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri