ଲଗାଣ ବର୍ଷା: ୨ ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି। ପ୍ରବଳ ବର୍ଷା ଯୋଗୁ ୧୨ଟି ଜିଲାରେ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ ସ୍କୁଲ ଗୁଡିକ ଛୁଟି ଘୋଷଣା କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ଏହି ସୂଚନା ଦେଇଛନ୍ତି। କରୋନା ଯୋଗୁ ସବୁ କ୍‌ାଲାସ୍‌ ବନ୍ଦ ଥିବାବେଳେ କେବଳ ନବମ ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିଛି। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ବରଗଡ଼ ଓ ଜଗତସିଂହପୁରରେ ସ୍କୁଲ ଗୁଡିକ ଛୁଟି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri