‘ଲଗାନ୍‌’ ଶୁଟିଂ ସେଟ୍‌ରେ କିରଣଙ୍କୁ ଭେଟିଥିଲେ ଆମିର

ବମ୍ବେ: ସୁପରହିଟ୍‌ ବଲିଉଡ୍‌ ଫିଲ୍ମ ‘ଲଗାନ୍‌’ରୁ ନିର୍ଦ୍ଦେଶନା ଦେଇଥିଲେ ଆମିର ଖାଁଙ୍କ ସ୍ତ୍ରୀ କିରଣ ରାଓ। ସହ ନିର୍ଦ୍ଦେଶିକା ଭାବେ ଏଥିରେ କାମ କରିଥିଲେ ସୁଦ୍ଧା ଏହା ତାଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ କରିଥିଲା। କାରଣ ପ୍ରଥମ ଥର ଲାଗି ଏହି ଶୁଟିଂ ସେଟ୍‌ରେ ଆମିରଙ୍କୁ ଭେଟିଥିଲେ କିରଣ। ଏହା ଖୁବ୍‌ ସାଧାରଣ ଥିଲେ ମଧ୍ୟ ପରେ ଉଭୟ ନିକଟତର ହୋଇଥିଲେ। ଫିଲ୍ମ ଶୁଟିଂର କିଛି ସମୟ ପୂର୍ବରୁ ଆମିର ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ। ଏହାକୁ ନେଇ ସେ ଚିନ୍ତାରେ ରହୁଥିଲେ। ଏହି ସମୟରେ ଦିନେ ଆମିରଙ୍କୁ କିରଣ ଫୋନ କରିଥିଲେ। ପ୍ରଥମ ଥର କଥା ହେବା ପରେ ଉଭୟ ଉଭୟଙ୍କୁ ଡେଟ୍‌ କରିବା ବିଷୟରେ ଭାବିଥିଲେ। ଶେଷରେ ୨୦୦୫ରେ କିରଣ ଆମିରଙ୍କୁ ବିବାହ କରିଥିଲେ। ଆଜି ଉଭୟ ବଲିଉଡର ଲୋକପ୍ରିୟ ଯୋଡ଼ି ବୋଲି କୁହାଯାଉଛି। ଉଭୟଙ୍କ ଏକ ପୁଅ ଆଜାତ ରାଓ ରହିଛି। ଆଜି କିରଣ ୪୫ ବର୍ଷର ହୋଇଛନ୍ତି। ଏହି ଅବସରରେ ସ୍ବାମୀ ଆମିର, ବନ୍ଧୁ ଏବଂ ଶୁଭେଚ୍ଛୁମାନଙ୍କ ପାଖରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri