ଲଘୁଚାପ ବରଷାରେ ଘର ଭାଂଗଲା; ଆବାସ ଯୋଜନାରେ ସାମିଲ କରବାକେ ଦାବି

ଲାଠୋର, ୧୫ା୮ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୋଠୋର ପଁଚେତ୍‌ ସଦର ଗଁାର କର୍ତ୍ତିଆପଡ଼ାର ମଧୁ ବାଗକଁର ଘର ଲଘୁଚାପ ବରଷାରେ ଭାଂଗି ଯାଇଛେ। ଆଗ୍‌କେ ବରଷା ହେଲେ ଘରଟା ମାଟିରେ ମିଶିଯିବାର ଭଏ ରହିଛେ। ଏନ୍‌ତାଥି ପରିବାରଟା କେନ୍‌ଠାନେ ମୁଡ ଗୁଁଜ୍‌ବେ ସେ ଚିନ୍‌ତାରେ ଘାରି ହେଉଛନ୍‌।
ସୂଚନା ଅନ୍‌ସାରେ କର୍ତ୍ତିଆପଡ଼ାର ମଧୁ ବାଗକଁର ପରିବାର କହେଲେ ଦିବ୍ୟାଙ୍ଗ ମାଏକିନା କରମସନି ବାଗ ଆର ଝି’ ଗାୟତ୍ରୀକେ ନେଇ ତାକର ସଁସାର। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଜମିବାଡ଼ି ବଲି କିଛି ନାଇଁ। ମଧୁ ଫିଦିନ୍‌ ଦୁଇ କେ.ଜି. ଚନା ସିଝେଇ ସେଟାକେ ବିକୁଛନ୍‌, ସେଥ୍‌ରେ ଯାହା କମାନି ହେଉଛେ ତାକର ପରିବାର ଚଲୁଛେ। ସରକାରୀ ହିସାବେ ମାସିକ ପାଉଥିବାର ୧୦ କେ.ଜି. ଚାଉଲକେ ଛାଡ଼ିଦେଲେ ବାକି କେହେନ୍‌ସି ସୁବିଧା ନାଇଁ ପାଏବାର। ଏନ୍‌ତାଥି ପରିବାରଟା ଦୁଖ୍‌ସୁଖ କରି ଗୁଟେ ମାଟି ଖପର ଘରେ ପଲିଥିନ୍‌ ଢାପି ରହୁଛନ୍‌। ହେଲେ ଲଘୁଚାପ ପରଭାବରେ ଗଲା ୩ ଦିନ୍‌ ଧରି ହେଇଥିବାର ବରଷାରେ ତାକର ଘରର କେତେ କଁାଥି ମାଡ଼ି ବସିଛେ। ଆଗ୍‌କେ ଯଦି ବରଷା ପାଏନ୍‌ ଲାଗି ରହିବା କେତେବେଲେ ବି ଘରଟା ମାଟିରେ ମିଶି ଯିବା ବଲି ପରିବାର ଲୋକ୍‌ କହିଛନ୍‌। ଏନ୍‌ତାଥି କୁଟୁମବସିଆ କେନ୍‌ଠାନେ ଆଶ୍‌ରେ ନେବେ ସେ ଚିନ୍‌ତାରେ ହରମେଶା ଘାରି ହେଉଛନ୍‌। ଇଆଡ଼େ ମଧୁକଁର ମାଏକିନା କରମସନି ଝନେ ଦିବ୍ୟାଙ୍ଗ ହେଇଥିଲେ ବି ଆଏଜ୍‌ତକ ଭିନ୍ନକ୍ଷମ ପରମାନପତର ନାଇଁ ପାଇପାରି। ସେନ୍‌ତା ସେ ଭିନ୍ନକ୍ଷମ ଭତାରୁ ବି ବଁଚିତ୍‌ ହେଇ ରହିଛନ୍‌। ବନେ ବଛର କେତେ ଆଗରୁ କରମସନିକୁଁ ଜର ହେଇଥିଲା। ସେଦିନ୍‌ଠାନୁ ତାକର ଡେବ୍‌ରି ଗୋଡ଼ ଅଚଲ ହେଇଯାଇଛେ। ଚିକିଛା କରବାକେ ବି ମଧୁ ସକ୍ଷମ ନୁହଁନ୍‌। ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଥିବାର ଇ ଗରିବ୍‌ ପରିବାରକେ ଆବାସ ଯୋଜନାରେ ଘରଖଁଡ଼େ ସଂଗେ ଉନିଆ ସରକାରୀ ସାହାଯ୍‌ ଯୁଗେଇ ଦେବାକେ ପରିବାର ଲୋକ୍‌ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri