ଲଣ୍ଡନରେ ଦିଲ୍ଲୀ ହିଂସାକୁ ବିରୋଧ: ଶାହାଙ୍କ ଇସ୍ତଫା ଦାବି

ଇଂଲଣ୍ଡ,୧।୩: ଦିଲ୍ଲୀରେ ଘଟିଥିବା ଭିଡ ହିଂସାର ପ୍ରଭାବ ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଏହା ବିରୋଧରେ ଲଣ୍ଡନ, ପ୍ୟାରିସ୍‌,ବ୍ରସେଲ୍ସ୍‌, ଜେନେଭା, ହେଲସିଙ୍କ୍‌,କାରାକୋୱ, ଦି ହଗ୍‌, ଷ୍ଟକ୍‌ହୋମ୍‌, ଡବଲିନ୍‌, ବର୍ଲିନ୍‌, ମ୍ୟୁନିଚ୍‌, ଗ୍ଲାସ୍‌ଗୋ ଆଦି ୧୬ଟି ୟୁରୋପିଆନ୍ ସହରରେ ବାସ କରୁଥିବା ପ୍ରବାସୀ ଭାରତୀୟମାନେ ପ୍ରଦର୍ଶନ କରିଛନ୍ତି। ସାଉଥ୍‌ ଏସିଆ ସଲିଡାରିଟି ଗ୍ରୁପ୍‌ ନାମକ ଏକ ସଂଗଠନ ପକ୍ଷରୁ ଏଭଳି କରାଯାଇଛି। ଦିଲ୍ଲୀ ହିଂସା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଏହି ସଂଗଠନ ଉତ୍ତରଦାୟୀ କରିଛି। ନୈତିକତା ଦୃଷ୍ଟିରୁ ଶାହା ଇସ୍ତଫା ଦେବା ଆବଶ୍ୟକ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ଏହା ସହିତ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେଇଥିବା ଭାଜପା ନେତାଙ୍କୁ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଦର୍ଶନକାରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri