Posted inଫୁରସତ

ଲମ୍ବା ଓଠଥିବା ମହିଳା ଅଧିକ ରୋମାଣ୍ଟିକ

ଶରୀରର ସବୁଠାରୁ ସୁନ୍ଦର ଅଙ୍ଗ ମଧ୍ୟରେ ଓଠ ଅନ୍ୟତମ। ମହିଳାଙ୍କ ଓଠ ହିଁ ପୁରୁଷମାନଙ୍କୁ ଆକର୍ଷିତ କରିଥାଏ। ତେବେ ଏହି ଓଠକୁ ଦେଖି ଜାଣି ହୁଏ ମହିଳାଙ୍କ ସ୍ବଭାବ ବିଷୟରେ। ଓଠ ହେଉଛି ସବୁଠାରୁ ସମ୍ବେଦନଶୀଳ ଅଙ୍ଗ। ଓଠରେ ଛିଦ୍ର ନ ଥିବାରୁ ଏହା ସହଜରେ ଶୁଖିଯାଏ ଓ ଝାଳ ବାହାରି ନ ଥାଏ। ଆହୁରି ମଧ୍ୟ ବୟସ ବଢିଲେ ଓଠର ଆକାରରେ ପରିବର୍ତ୍ତନ ହୋଇଥାଏ। ତେବେ ଯୁବାବସ୍ଥାରେ ଓଠର ଆକାର ଦେଖି ଜଣେ ମହିଳାଙ୍କ ସ୍ବଭାବ ବିଷୟରେ ଜାଣିହୁଏ। ଯେଉଁମାନଙ୍କର ଓଠ ଲାଲ ଓ ପତଳା ହୋଇଥାଏ ସେମାନେ ଟିକେ ଅଧିକ ରୋମାଣ୍ଟିକ ବୋଲି କୁହାଯାଏ। ହେଲେ ଯେଉଁମାନଙ୍କ ଓଠ ବାହାରକୁ ସାମାନ୍ୟ ବାହାରି ରହିଥାଏ ଓ ଲମ୍ବା ହୋଇଥାଏ ସେମାନେ ସାମନ୍ୟ ରୋମାଣ୍ଟିକ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri