ରୂପସା,୮ା୧୦ (ଡି.ଏନ୍.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଫୁଲାଡି, ଦୁବୁଲାଗଡି, ହଳଦୀପଦା, କଷାଫଳ, ମାଣ୍ଡରୁକୁଲା, ମନୁଡିହା ସମେତ ରୂପସା ଷ୍ଟେସନ ବଜାର, କସିପଦା, ପାଟପୁର ବଜାର, ନୂଆଗାଁ ଓ ଜହତା ପ୍ରଭୃତି ପୂଜାମଣ୍ଡପରେ ମଙ୍ଗଳବାର ପବିତ୍ର ଦଶହରା ପୂଜା ଯଥାବିଧି ଅନୁଷ୍ଠିତ ହୋଇଛି। ବିଧି ମୁତାବକ ଦେବୀ ଦୁର୍ଗାଙ୍କଠାରେ ବିଜୟାଭୋଗ ନୈବେଦ୍ୟ ଅର୍ପଣ କରାଯାଇ ବ୍ରତଧାରିଣୀମାନଙ୍କୁ ନେଇ ଅପରାଜିତା ପୂଜା ସମ୍ପର୍ଣ୍ଣ ହୋଇଛି। ଚଳିତବର୍ଷ ପାଗ ଅନୁକୂଳ ଥିତ୍ବାରୁ ପୂଜାମଣ୍ଡପଗୁଡିକରେ ଭିଡ଼ ଲାଗି ରହୁଥିବା ଦେଖିବାକୁ ମିଳୁଛି। ମାଣ୍ଡରୁକୁଲା ପୂଜାକମିଟି ପକ୍ଷରୁ ପଣ୍ଡିତ ପ୍ରଦୀପ କୁମାର ପାଣି, ଗୌରାଙ୍ଗ ପଣ୍ଡା ଓ ଦୀପକ ଶତପଥୀଙ୍କ ତତ୍ତ୍ୱାବଧାନରେ ଦେବୀ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା
ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…
ପୁଅ ନେଲା ବାପାଙ୍କ ଜୀବନ
କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…
ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ
ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…
ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ
ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…
କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ
ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…
ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ
ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…
ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି
ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…
ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ
କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…
Archives

