Posted inଜାତୀୟ

ଲାଜପତ ନଗର ବୋମା ବିସ୍ଫୋରଣ ମାମଲା: ଗୁରୁତ୍ୱପୂର୍ଣ୍ଣ ରାୟ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୭: ୧୯୯୬ ଲାଜପତ ନଗର ବୋମା ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଚାରିଜଣ ଦୋଷୀଙ୍କୁ କ୍ଷମା ନ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହି ଘଟଣାରେ ଦୋଷୀ ନୌଶାଦଙ୍କ ଆଜୀବନ କାରାଦଣ୍ଡାଦେଶ ଜାରି କରାଯିବା ସହିତ ଦିଲ୍ଲୀ ହାଇକୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଉଭୟଙ୍କୁ ତୁରନ୍ତ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜୀବନ କାରାଦଣ୍ଡ ଭୋଗୁଥିବା ଚତୁର୍ଥ ଦୋଷୀଙ୍କର ଦଣ୍ଡ ମଧ୍ୟ ଅକ୍ଷୁର୍ଣ୍ଣ ରହିବ। ଜଷ୍ଟିସ ବି.ଆର ଗାଭାଇ, ଜଷ୍ଟିସ ବିକ୍ରମ ନାଥ ଏବଂ ଜଷ୍ଟିସ ସଞ୍ଜୟ କାରୋଲଙ୍କ ବେଞ୍ଚ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri