ଲାଞ୍ଚନେବା ପଡ଼ିଲା ମହଙ୍ଗା: ବାଧ୍ୟତାମୂଳକ ଅବସର ଗ୍ରହଣ କଲେ କୋକସରା ତହସିଲର ରେଭିନ୍ୟୁ ଇନ୍ସପେକ୍ଟର

ଭବାନୀପାଟଣା,୨୫।୨(ଡି.ଏନ୍‌.ଏ.): ଲାଞ୍ଚନେବା କଳାହାଣ୍ଡି ଜିଲା କୋକସରା ତହସିଲର ରେ୍‌ଭିନ୍ୟୁ ଇନ୍ସପେକ୍ଟରଙ୍କୁ ମହଙ୍ଗା ପଡ଼ିଛି। ଚାକିରି ଶେଷ ହୋଇ ନ ଥିଲେ ମଧ୍ୟ ବାଧ୍ୟତାମୂଳକ ଭାବେ ରେଭିନ୍ୟୁ ଇନ୍ସପେକ୍ଟର ଈଶ୍ୱରୀ ପ୍ରସାଦ ପୁରୋହିତଙ୍କୁ ଚାକିରିରୁ ଅବସର ଦିଆଯାଇଛି। ସେ ବହୁବାର ଲାଞ୍ଚ ନେଇ ଧରାପଡ଼ିଥିଲେ। ସୋମବାର ମୁଖ୍ୟମନ୍ତ୍ରୀ ଦୁର୍ନୀତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠନ ଗ୍ରହଣ କରି ଏଭଳି ନିଷ୍ପତ୍ତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri