ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉକରି ତାଙ୍କୁ ଧରିଛନ୍ତି। ରାଜେନ୍ଦ୍ରଙ୍କ ନିକଟରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରାଯାଇଛି। ବାଲି ଉଠାଣ ଠିକାର ପାସ୍‌ କରିଦେବାକୁ ସେ ଏହି ଟଙ୍କା ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri