ଲାଞ୍ଚ: ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଗିରଫ

କଟକ ଅଫିସ, ୪ା୧: ଦେଢହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ନବରଙ୍ଗପୁରଠାରେ ଥିବା ଲାର୍ଜ ଏରିଆ ମଲ୍‌ଟି ପର୍ପୋଜ୍‌ କୋଅପରେଟିଭ ସୋସାଇଟି (ଲାମ୍ପ୍‌ସ)ର ପରିଚାଳନା ନିର୍ଦ୍ଦେଶକ ବାନାମ୍ବର ପଟ୍ଟନାୟକ। ଶୁକ୍ରବାର ୯୯.୩୨ କୁଇଣ୍ଟାଲ ଧାନ ମଣ୍ଡିରେ କ୍ରୟ କରିବା ପାଇଁ ମୋତିରାମ ଭାତ୍ରା ନାମକ ଜଣେ ବ୍ୟକ୍ତିଙ୍କଠାରୁ ପଟ୍ଟନାୟକ ଦେଢହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଶୁକ୍ରବାର ମଣ୍ଡି ନିକଟରେ ପରିଚାଳନା ନିର୍ଦ୍ଦେଶକ ପଟ୍ଟନାୟକ ମୋତିରାମଙ୍କଠାରୁ ପୂର୍ବ ଦାବି ମୁତାବକ ଲାଞ୍ଚ ଗ୍ରହଣ କରିଥିଲେ। ଏହି ସମୟରେ ସେଠାରେ ଛପି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିଥିଲେ। ଏହାପରେ ପଟ୍ଟନାୟକଙ୍କ ରାୟଗଡ଼ା ଜିଲା ଗୁଣୁପୁରଠାରେ ଥିବା ଭଡ଼ାଘରକୁ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ.୧/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?