ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା ମିଳିଛି।