ଲାଟିନ୍‌ ଆମେରିକାରେ କରୋନା ଆତଙ୍କ

ଓ୍ବାଶିଂଟନ,୨୩।୫: ଏବେ କରୋନା ମହାମାରୀର ନୂଆ ଠିକଣା ପାଲଟିଛି ଲାଟିନ୍‌ ଆମେରିକା। ଏଠାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲାଟନ୍‌ ଆମେରିକାର ଦୁଇ ବଡ଼ ଦେଶ ବ୍ରାଜିଲ୍‌ ଏବଂ ମେକ୍ସିକୋରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ବ୍ରାଜିଲ୍‌ରେ ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୮୨ ହୋଇଥିବା ପରେ ମୃତକଙ୍କ ସଂଖ୍ୟା ୨୧ ହଜାର ୧୧୬ରେ ପହଞ୍ଚିଛି। ସେହିପରି ମେକ୍ସିକୋରେ ମୃତକଙ୍କ ସଂଖ୍ୟା ୬ ହଜାର ୯୯୮ ରହିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୬୨ ହଜାର ୫୨୭ ରହିଛି। ଲାଟିନ୍‌ ଆମେରିକାରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri