Categories: ଜାତୀୟ

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ ଶୁକ୍ରବାର ଲାଲୁଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଦେଓଘର ଟ୍ରେଜେରି ମାମଲାରେ ତାଙ୍କୁ ଏହି ଜାମିନ ପ୍ରଦାନ କରାଯାଇଛି।

Share