Posted inଜାତୀୟ

ଲାଲୁଙ୍କ ଜୀବନ ବିପଦରେ: ରାବ୍ରୀ

ପାଟନା,୨୧ା୪(ପି.ଟି.): ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବଙ୍କ ଜୀବନ ବିପଦରେ ବୋଲି ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ଜେଲ୍‌ରେ ଥିବା ଲାଲୁଙ୍କୁ ଭେଟିବା ଲାଗି ପୁଅ ତେଜସ୍ବୀଙ୍କୁ ଛଡ଼ାଯାଉ ନାହିଁ। ତାଙ୍କୁ ମାରିଦେବାକୁ ଉଦ୍ୟମ ହେଉଥିବା ରାବ୍ରୀ କହିଛନ୍ତି। ଯଦି ତାଙ୍କ ସ୍ବାମୀଙ୍କର କିଛି ହୋଇଯାଏ ତେବେ ବିହାର ଓ ଝାଡ଼ଖଣ୍ଡର ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇବେ ବୋଲି ରାବ୍ରୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ପୂର୍ବରୁ ଲାଲୁ ମେଡିକାଲରେ ଭର୍ତ୍ତି ହୋଇଥିବାବେଳେ ମଧ୍ୟ ତାଙ୍କ ପାଖକୁ ତେଜସ୍ବୀଙ୍କୁ ଛଡାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri