ଲାଲ୍‌ ପିଆଜ ବି ଥାଇରଏଡ୍‌ ସମସ୍ୟାରୁ ରଖେ ଦୂରେଇ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି ହାଇପର୍‌ଥାଇରଏଡ୍‌ରେ ଶରୀର ଓଜନ କମି ଯାଇଥାଏ । ଏହାସହିତ କେଶ ମଧ୍ୟ ଝଡିବାରେ ଲାଗିଥାଏ । ଏହା ଯୋଗୁ ପରବର୍ତ୍ତୀ ସମୟରେ ଡାଇବେଟିସ୍‌, ହାର୍ଟଆଟାକ୍‌, କିଡ୍‌ନୀ ସମସ୍ୟା ଆଦି ସୃଷ୍ଟି ହେବାର ଆଶଙ୍କା ରହିଥାଏ। ତେବେ ଏହାର ସମାଧାନ ସହଜ ଘରୋଇ ଚିକିତ୍ସା ଦ୍ୱାରା ହୋଇପାରିଥାଏ। ପ୍ରତିଦିନ ଲାଲ୍‌ ପିଆଜ ଖାଇଲେ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହିତ ଥାଇରଏଡ୍‌ ସମସ୍ୟା ଦୂର କରେ। ପିଆଜକୁ ପାଦରେ ମୋଜା ତଳେ ରଖିବା ଦ୍ୱାରା ମଧ୍ୟ ସୁଫଳ ମିଳିଥାଏ। ଏହାଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ବାହାରି ଯାଏ। ପ୍ରତିଦିନ ସକାଳେ ଚାମୁଚେ ପିଆଜ ରସ ମହୁ ସହିତ ଖାଇଲେ ଥାଇରଏଡ୍‌ ହରମୋନ୍‌ କ୍ଷରଣ ସ୍ବାଭାବିକ ହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri