ଲାହୋର ବିମାନବନ୍ଦରରେ ଗୁଳିଚାଳନା: ଦୁଇ ମୃତ

ଲାହୋର, ୩।୭: ପାକିସ୍ତାନର ଲାହୋର ବିମାନବନ୍ଦରରେ ଅଚାନକ ଗୁଳିଚାଳନା କରାଯାଇଛି। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଗୁଳିଚାଳନା କରିଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ବିଷୟରେ ପୋଲିସ ତଦନ୍ତ ଆରମ୍ଭ କରିଛି।

Share