ଲିଙ୍କ୍‌ ଫେଲ୍‌ ଯୋଗୁ ବ୍ୟାଙ୍କ ସେବା ଅଚଳ: ଗ୍ରାହକ ଅସନ୍ତୋଷ

କଣାସ, ୧୮।୭(ସ୍ବ.ପ୍ର.)-ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ୟାଙ୍କସେବା ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ଅଧିକରୁ ଅଧିକ ଶାଖା ଖୋଲିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ଅନେକ ସମୟରେ ବ୍ୟାଙ୍କ ଗୁଡ଼ିକ ଲୋକମାନଙ୍କୁ ଉତ୍ତମ ସେବା ଯୋଗାଇବାରେ ବିଫଳ ହେଉଥିବା ଦେଖିବାକୁ ମିଳୁଛି। ପୁରୀ ଜିଲା କଣାସ ବ୍ଲକର କଣାସ ଠାରେ ଖୋଲାଯାଇଥିବା ଦୁଇଟି ଘରୋଇ ବ୍ୟାଙ୍କରେ ୧ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲିଙ୍କ୍‌ ଫେଲ୍‌ ହେବାଯୋଗୁ ଉପଭୋକ୍ତାମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଗତ ୧୭ ତାରିଖ ଦିନ ଅଳ୍ପ ସମୟ ବ୍ୟାଙ୍କ କାର୍ଯ୍ୟ ଚାଲିବା ପରେ ପୁଣି ଲିଙ୍କ ଅଚଳ ହୋଇପଡିଥିଲା। ସେହିପରି ୧୮ତାରିଖ ଦିନତମାମ ଲିଙ୍କ ଅଚଳ ହୋଇପଡିଥିବାରୁ ବ୍ୟାଙ୍କ କାର୍ଯ୍ୟ ସମ୍ପୁର୍ଣ୍ଣ ବନ୍ଦ ରହିଥିଲା। ଫଳରେ ବ୍ୟାଙ୍କ ଆସିଥିବା ଅନେକ ଉପଭୋକ୍ତା ଦିନ ୧୦ଟାରୁ ୪ଟା ପର୍ଯ୍ୟନ୍ତ ଅପେକ୍ଷା କରି ଶେଷରେ ନିରାଶ ହୋଇ ଫେରିଥିଲେ। ଲିଙ୍କ୍‌ ଫେଲ୍‌ ସମ୍ପର୍କରେ ଜାଣିବା ପାଇଁ କଣାସ ଠାରେ ଥିବା ଦୂରସଞ୍ଚାର କାର୍ଯ୍ୟାଳୟରେ ପଚାରିବାରୁ ବ୍ରହ୍ମଗିରି ଠାରେ ବ୍ରଡ୍‌ ବ୍ୟାଣ୍ଡ କେବୁଲୁ କଟିଯାଇଥିବାରୁ ଲିଙ୍କ୍‌ କଟିଯାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri