ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପଠାଗଲା ପୋଷ୍ଟକାର୍ଡ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ସହର ହେଉ ବା ଗ୍ରାମାଞ୍ଚଳ, ସବୁଠାରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ମହିଳା, ଯୁବତୀ ତଥା ବାଳିକାଙ୍କ ସହ ନିର୍ଯାତନା ଓ ପାଶବିକ ଅତ୍ୟାଚାର ହେଉଛି। ନାରୀମାନଙ୍କ ପାଇଁ ସୁରକ୍ଷିତ ପରିବେଶଟିଏ ଗଢ଼ିବା ସମସ୍ତଙ୍କ ଦାୟିତ୍ୱ ହେବା ଉଚିତ। ତେଣୁ ଏହି ପରିପ୍ରେକ୍ଷୀରେ ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ଭୁବନେଶ୍ୱର ୟଙ୍ଗ୍‌ ଅର୍ବାନ୍‌ ୱିମେନ୍‌ ଫୋରମ୍‌ ଆରମ୍ଭ କରିଛି ପୋଷ୍ଟକାର୍ଡ ଅଭିଯାନ। ଏହି କ୍ରମରେ ଫୋରମ୍‌ ପକ୍ଷରୁ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ପୋଷ୍ଟକାର୍ଡ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରାଯାଇଛି। ଏହି ଅଭିଯାନରେ ଫୋରମ୍‌ର ରଚନା ତ୍ରିପାଠୀ, ଲିଜା ବେହେରା, ଏଲ୍‌.ଉମାବତୀ, ଶୁଭ ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri