ଲିବିୟା ହସ୍ପିଟାଲ ଉପରେ ବିମାନ ଆକ୍ରମଣ: ୫ ଡାକ୍ତର ମୃତ

ତ୍ରିପୋଲି,୨୯।୭: ଲିବିୟାର ରାଜଧାନୀ ତ୍ରିପୋଲିରେ ଥିବା ଏକ ହସ୍ପିଟାଲକୁ ଟାର୍ଗେଟ କରିଥିଲେ ଖଲିଫା ହଫତାରର ଲିବିୟାନ ନ୍ୟାଶନାଲ ଆର୍ମି(ଏଲ୍‌ଏନ୍‌ଏ)। ରବିବାର ଏଲ୍‌ଏନ୍‌ଏ ଦ୍ୱାରା ଏକ ହସ୍ପିଟାଲରେ ବିମାନ ଆକ୍ରମଣ କରାଯିବା ଫଳରେ ଅତିକମରେ ୫ ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଅଲ ଜଜିରାକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପ୍ରବକ୍ତା ଲାମିନେ ଅଲ୍‌-ହାସେମି। ଏଥିରେ ବହୁ ଲୋକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri