Posted inଜାତୀୟ

ଲିଭ୍‌ ଇନ୍‌ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍‌ଏସ୍‌ଏସ୍‌ ପ୍ରମୁଖ

ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍‌ ଇନ୍‌ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ମଙ୍ଗଳବାର ଏକ ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ। ବିବାହିତା ମହିଳା ଅଧିକ ସୁଖୀ ବୋଲି ଏହି ରିପୋର୍ଟ ପ୍ରସ୍ତୁତ କରିଥିବା ପୁଣେର ସର୍ଭେ ସଂସ୍ଥା ଦୃଷ୍ଟି ସ୍ତ୍ରୀ ଅଧ୍ୟୟନ ପ୍ରବୋଧନ କେନ୍ଦ୍ର ପକ୍ଷରୁ ଦାବି କରାଯାଇଛି। ଏହି ସଂସ୍ଥା ଆର୍‌ଏସ୍‌ଏସ୍‌ ସହିତ ଜଡ଼ିତ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀର କରାଳ ରୂପ, ଝଡ଼ ତୋଫାନ ସହ ବିଜୁଳି ଘଡ଼ଘଡିରେ ଗଲା ୧୬ ଜୀବନ

ଲକ୍ଷ୍ନୌ/ପାଟନା,୧୨।୬: ପାଣିପାଗ ବିଭାଗ ଦିଲ୍ଲୀ-ଏନସିଆର ସମେତ ୧୬ଟି ରାଜ୍ୟରେ ପ୍ରବଳ ଝଡ଼, କୁଆପଥର ଏବଂ ମୁଷଳଧାରାରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି। ଦିଲ୍ଲୀ, ଉତ୍ତର…

ମୋହନ ସରକାରକୁ ପୂରିଲା ୨ ବର୍ଷ: ରିପୋର୍ଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ଶୁକ୍ରବାର ୨ବର୍ଷ ପୂରଣ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ଲକ ଓ ଜିଲାସ୍ତରୀୟ କାର୍ଯ୍ୟକ୍ରମ କରାଯିବା ସହିତ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶିବକୁମାର, ଉପହାର ଦେଇ କହିଲେ…

ନୂଆଦିଲ୍ଲୀ,୧୨।୬(ପି.ଟି.): କର୍ନାଟକ ମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଉଭୟ ନେତାଙ୍କ ମଧ୍ୟରେ ରାଜ୍ୟର ବିକାଶମୂଳକ ପ୍ରାଥମିକତା ଉପରେ ଏକ…

ଆସୁଛି ବଡ଼ ବିପର୍ଯ୍ୟୟ: ଜଳବାୟୁ ପୂର୍ବାନୁମାନ କେନ୍ଦ୍ରର ଚେତାବନୀ

ୱାଶିଂଟନ୍‌, ୧୨ା୬(ଏଜେନ୍ସି):ପ୍ରଶାନ୍ତ ମହାସାଗରର କ୍ରାନ୍ତୀୟ ଅଞ୍ଚଳରେ ‘ଏଲ୍‌-ନିନୋ’ ସକ୍ରିୟ ହୋଇଥିବା ନେଇ ଆମେରିକାର ଜାତୀୟ ମହାସାଗରୀୟ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ(ଏନ୍‌ଓଏଏ)ର ଜଳବାୟୁ ପୂର୍ବାନୁମାନ କେନ୍ଦ୍ର ଗୁରୁବାର ସ୍ପଷ୍ଟ…

ବିଶ୍ୱ ରାଜନୀତିରେ ହଇଚଇ! ଟ୍ରମ୍ପଙ୍କ ‘ଶାନ୍ତି ଚୁକ୍ତି’ ଦାବିକୁ ଇରାନର କଡ଼ା ଜବାବ, କିଛି ହୋଇନି….

ଓ୍ବାଶିଂଟନ,୧୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଗୁରୁବାର ଦିନ,…

ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ…

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri