Posted inଖେଳ

ଲିସା କେଟଲୀ ଇଂଲଣ୍ଡ ମହିଳା କୋଚ୍‌

ଲଣ୍ଡନ, ୩୧।୧୦(ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲୀୟ ମହିଳା କ୍ରିକେଟର ଲିସା କେଟଲୀଇଂଲଣ୍ଡ ମହିଳା ଦଳର ଫୁଲ ଟାଇମ୍‌ କୋଚ୍‌ ହିସାବରେ ନିଯୁକ୍ତ ପାଇଛନ୍ତି। ସେ ପ୍ରଥମ ମହିଳା ଭାବେ ଇଂଲଣ୍ଡ ଦଳର ଏହି ହାଇପ୍ରୋଫାଇଲ ପଦରେ ରହି ଦାୟିତ୍ୱ ସମ୍ଭାଳିବେ। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସୂଚନା ଦେଇଛି। ୪୮ ବର୍ଷୀୟ ଲିସା ୯ଟି ଟେଷ୍ଟ ୮୫ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ମାର୍କ ରବିନସନଙ୍କ ଉତ୍ତରାଧିକାରୀ ରୂପେ ସେ ଆସନ୍ତା ଜାନୁୟାରୀ ମାସରୁ କାର୍ଯ୍ୟ ଆରମ୍ଭ କରିବେ।
ପୂର୍ବରୁ କେଟଲୀ ୨୦୧୧ରୁ ୨୦୧୫ ମଧ୍ୟରେ ଇଂଲଣ୍ଡ ମହିଳା ଏକାଡେମୀର କୋଚ୍‌ ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। କୋଚ୍‌ ନିଯୁକ୍ତି ହେବା ପରେ କେଟ୍‌ଲୀ ଖୁସି ଜାହିର କରିଛନ୍ତି। ଏହା ମୋ ପାଇଁ ଏକ ବଡ଼ ସୁଯୋଗ ସୃଷ୍ଟି କରିଛି। ୨୦୦୫ରେ ସେ ଅଷ୍ଟ୍ରେଲିଆ ଦଳ ସହ ବିଶ୍ୱକପ୍‌ ହାସଲ କରିଥିଲେ। ଇଂଲଣ୍ଡ ଦଳରେ ବିଶ୍ୱସ୍ତରୀୟ ଖେଳାଳିମାନେ ରହିଛନ୍ତି। ଏହି ଖେଳାଳିମାନଙ୍କ ସହ ପୂର୍ବରୁ କାର୍ଯ୍ୟ କରିଛି। ଇଂଲଣ୍ଡ ଦ, ସହ କାର୍ଯ୍ୟ କରିବାକୁ ବେଶ୍‌ ଉତ୍ସାହିତ ରହିଛି। ଇଂଲଣ୍ଡ ଏଥର ଦିନିକିଆ ବିଶ୍ୱକପ୍‌ ଟାଇଟଲ ହାସଲ କରିଛି ଓ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ର ଫାଇନାଲରେ ମଧ୍ୟ ପ୍ରବେଶ କରିଥିଲା। ପୂର୍ବତନ ଅଷ୍ଟ୍ରେଲିଆ ପୁରୁଷ କୋଚ୍‌ ଡାରେନ ଲେହମ୍ୟାନ କେଟଲୀଙ୍କ ନିଯୁକ୍ତିକୁ ସ୍ବାଗତ କରିଛନ୍ତି। କୋଚ୍‌ ପଦ ପାଇଁ କେଟଲୀ ଉପଯୁକ୍ତ ବୋଲି ଇସିବି ମ୍ୟାନେଜିଂ ଡାଇରେକ୍ଟର କ୍ଲେୟାର କର୍ନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri