ଲୁଟ୍‌ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ

କଣ୍ଟାପଡା,୧୪।୮(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ଏଯାବତ୍‌ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଖବରପାଇ ଓଲଟପୁର ପୋଲିସ ଘଟଣାସ୍ଥଳ ପହଞ୍ଚଛି।
ପ୍ରକାଶ ଯେ, ଘର ମାଲିକ ମନୋରଞ୍ଜନ ନାଥ ଶୋଇଥିବା ବେଳେ ରାତି ପ୍ରାୟ ୨ଟା ବେଳେ ୨ ଦୁର୍ବୃତ୍ତ ଶିଢ଼ିଘର ଦେଇ ଘରଭିତରକୁ ପଶିଥିଲେ। ଶବ୍ଦ ଶୁଣି ମନୋରଞ୍ଜନ ପାଟି କରିବାରୁ ଦୁର୍ବୃତ୍ତମାନେ ଏକ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ମନୋରଞ୍ଜନଙ୍କ ବାମ କାନରେ ଆଘାତ ଲାଗିଥିଲା। ସେ ଚିତ୍କାର କରିବାରୁ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri