ଲୁଣା ନଦୀରୁ ମୃତ ଥଣ୍ଟିଆ କୁମ୍ଭୀର ଉଦ୍ଧାର

ମହାକାଳପଡ଼ା,୫|୪(ଡି.ଏନ୍.ଏ.)- କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜୟଚନ୍ଦ୍ରପୁର ଗ୍ରାମ ନିକଟ ଲୁଣା ନଦୀ ଗାଧୁଆ ତୁଠରୁ ଚାରି ଫୁଟ ଲମ୍ବର ମୃତ ଥଣ୍ଟିଆ କୁମ୍ଭୀରକୁ ଲୋକେ ଉଦ୍ଧାର କରିଛନ୍ତି। ଖବର ପାଇ କେନ୍ଦ୍ରାପଡ଼ା ବନ ବିଭାଗ କର୍ମଚାରୀ ଓ ମାର୍ଶାଘାଇ ପୋଲିସ ପହଞ୍ଚି ତାହାକୁ ଜବତ କରିଥିଲେ। କୁମ୍ଭୀର ଲାଞ୍ଜରେ ବନ ବିଭାଗର ଟ୍ରାଞ୍ଜିଷ୍ଟର ଲାଗିଥିବା ଜଣାପଡ଼ିଛି। ଧୀବରଙ୍କ ଜାଲରେ ପଡ଼ି କୁମ୍ଭୀରର ମୃତ୍ୟୁ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri