Posted inଫୁରସତ

ଲୁଣ ଖଣିରେ ସ୍ପା

ମନ, ଶରୀରକୁ ରିଲାକ୍ସ କରିବା ପାଇଁ ଆଜିକାଲି ବିଭିନ୍ନ ବିୟୁଟି ଥେରାପି ସଂସ୍ଥା ବିଭିନ୍ନ ସ୍ପା ସେବା ପ୍ରଦାନ କରିଥାନ୍ତି। ତେବେ ୟୁରୋପର ବେଲାରୁଷଠାରେ ରହିଛି ଏଭଳି କିଛି ଲୁଣ ଖଣି ଯେଉଁଠାରେ ପର୍ଯ୍ୟଟକମାନଙ୍କୁ ଏକ ନିଆରା ସ୍ପାର ଅନୁଭୂତି ପ୍ରଦାନ କରାଯାଇଥାଏ। ମାଟିରୁ ୪୦୦ ମିଟର ଗଭୀରରେ ଥିବା ଏହି ସ୍ପାରେ ପର୍ଯ୍ୟଟକମାନେ ଲୁଣ ଘେରା କୋଠରି ଭିତରେ କିଛି ମୁହୂର୍ତ୍ତ ଆରାମ କରିବା ସହ ବିଭିନ୍ନ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟାରୁ ମଧ୍ୟ ଉପଶମ ଲାଭ କରନ୍ତି। କୁହାଯାଏ ବେଲାରୁଷର ଖଣି ଏବଂ ସୁଡ଼ଙ୍ଗଗୁଡ଼ିକରେ ଲୁଚି ରହିଛି ପୃଥିବୀର ସବୁଠାରୁ ବଡ଼ ଲୁଣର ଭଣ୍ଡାର । ପ୍ରତିବର୍ଷ ଏଠାକୁ ପୃଥିବୀର ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକମାନେ ପରିଭ୍ରମଣରେ ଆସିଥାନ୍ତି । ଏଠାରେ ପ୍ରଦାନ କରାଯାଉଥିବା ସଲ୍ଟ ଥେରାପି ମାଧ୍ୟମରେ ସେମାନେ ନା କେବଳ ମାନସିକ ଶାନ୍ତି ଲାଭ କରନ୍ତି ବରଂ ଆଜ୍‌ମା, ଏଲର୍ଜି, ଶ୍ୱାସକ୍ରିୟା ସମ୍ବନ୍ଧୀୟ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମଧ୍ୟ ଲାଭ କରନ୍ତି। ଏହି ସ୍ପାରେ ପର୍ଯ୍ୟଟକଙ୍କ ପାଇଁ ରାତ୍ରି ଯାପନର ସୁବିଧା ଥିବା ବେଳେ ଆରାମଦାୟକ ପରିବେଶ ପାଇଁ ଏଠାରେ ସ୍ଲୋ ମ୍ୟୁଜିକ୍‌ର ବ୍ୟବସ୍ଥା ମଧ୍ୟ ରହିଛି ।
କେବଳ ସେତିକି ନୁହେଁ ପର୍ଯ୍ୟଟକଙ୍କୁ ସମ୍ପୂର୍ଣ୍ଣ ମାନସିକ ଶାନ୍ତି ପ୍ରଦାନ କରିବା ଲାଗି ଟିଭି, ଇଣ୍ଟରନେଟ ଭଳି ଆଧୁନିକ ସୁବିଧା ସୁଯୋଗର ବ୍ୟବସ୍ଥା ନାହିଁ ବରଂ ପର୍ଯ୍ୟଟକମାନେ ଓ୍ବାକିଂ, ଜଗିଙ୍ଗ୍‌, କସରତ କରିବା ସହ ଭଲିବଲ, ବାସ୍କେଟବଲ ଖେଳିବାର ମଜା ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …

ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍‌ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!

ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…

ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ

ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍‌ଠାରୁ…

ହୋଟେଲ ରୁମ୍‌ କିମ୍ବା ଚେଞ୍ଜିଂ ରୁମ୍‌ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…

ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri