ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ନିଜ ଖର୍ଚ୍ଚରେ ୬୩ ପରିବାରଙ୍କୁ ରାଶନ ସମେତ ଶୁଖିଲା ଖାଦ୍ୟ ଓ ସାବୁନ ପ୍ରଦାନ କରାଯାଇଥିଲା। ଏନେଇ କଲୋନୀ ବାସିନ୍ଦା ତାଙ୍କୁ ସାଧୁବାଦ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌. ଗିରିଧର ରାଓ, ଯୋଗେଶ୍ୱର ରାଓ, ଶ୍ରୀକାନ୍ତ ସେନାପତି ପ୍ରମୁଖ ସାମିଲ ଥିଲେ। (((ଫଟୋ—ସିଟିପି -୮/୨-ରାଶନ ବାଣ୍ଟୁଛନ୍ତି ଅଧ୍ୟକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri