ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍‌ଜିଏନ୍‌ଆରଇଜିଏସ୍‌ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର ପରିଦର୍ଶନ ସହ ସାମାଜିକସ୍ଥିତି ମାନଚିତ୍ର ଓ ସମ୍ବଳ ଚିହ୍ନଟ ପକ୍ରିୟା ଉପରେ ତାଲିମ ଦିଆଯାଇଥିଲା। ଏଥିରେ ପ୍ରତି ପଞ୍ଚାୟତରେ ଗଠନ ହୋଇଥିବା ପ୍ଲାନିଙ୍ଗ କମିଟି କର୍ମକର୍ତ୍ତାମାନେ ଯୋଗଦେଇ ଥିଲେ। ପ୍ରଥମ ଦିବସରେ ସ୍ଥାନୀୟ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା ଯୋଗଦେଇ ଉଦ୍‌ଘାଟନ କରିଥିଲେ । ତାଲିମଦାତା ଭାବେ ଏପିଓ ସୂର୍ଯ୍ୟମଣି ସେଠ୍‌, ସହକାରୀଯନ୍ତ୍ରୀ ଗୌରାଙ୍ଗ ପ୍ରସାଦ ମାଝି, କନିଷ୍ଠଯନ୍ତ୍ରୀ ଅମ୍ବିକା ପ୍ରସାଦ ମାଝି, ଏମ୍‌ଜିଏନ୍‌ଆରଇଜିଏସ୍‌ ସହାୟକ ବିରଞ୍ଚତ୍ ଗହୀର, ସପଲହରା ପଞ୍ଚାୟତ ଗ୍ରାମରୋଜଗାର ସେବକ କ୍ଷମାନିଧି ସାହୁ ପ୍ରମୁଖ ଯୋଗଦେଇ ଠିକ୍‌ ରୂପେ କିଭଳି ଲେବର ବଜେଟ ତିଆରି ହୋଇପାରିବ ସେ ଉପରେ ତାଲିମ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri